ମୁଁ ହେଉଛି ଆପଣଙ୍କର ପ୍ରିୟ ପ୍ରଦୀପ... ମୋ ବିଷୟରେ କହିବାକୁ ଗଲେ ମୁଁ ପେସା ରେ ଜଣେ nursing officer... ମୁଁ ମୋ free time ରେ କେବେ କିଛି କବିତା ଲେଖେ ତ କେବେ meditation କରେ ତ କେବେ କିଛି ସମୟ ପାଇଁ workout କରେ... ତ କେବେ କୁଆଡେ ଭଲ ଜାଗା କୁ ବୁଲିବାକୁ ଯାଏ... Life ମୋର ବହୁତ୍ beautiful ଥିଲା ଯେଉଁଠି ଗୋଟେ ସୁନ୍ଦର, ଗୋଟେ ଭଲ life style ଆଉ life ରେ settle ଥିଲି ... କଣ କରିବା ଭଗବାନଙ୍କର ଆମ ଖୁସି ଉପରେ ଲୋଭ ହୋଇଗଲା ଆଉ ଏମିତି ଏକ ସମୟ ଆସିଲା ଯେଉଁଠି ସବୁ କିଛି ଥିଲା ସତ କିନ୍ତୁ ମୁଁ ମୋ ବାପାଙ୍କୁ ହରେଇ ବସିଲି... ଗତ 31 ତାରିଖ ମେ ମାସ ସୋମବାର ବୋଧ ହୁଏ ମୋ life ରେ ସବୁଠୁ ଖରାପ ଦିନ ଥିଲା... କଣ ବି ଆଉ କରିବା.. ଆଖିରୁ ଲୁହ ଝରେବା ଆଉ ନୀତି ମୁରୁକି ମୁରୁକି ହୋଇ କାନ୍ଦିବା ଛଡା ମୋ ପାଖରେ ଆଉ କିଛି ଉପାୟ ନାହିଁ କାରଣ ଏ ଲୁହ ହେଉଛି ଏକ ମାତ୍ର ଉପାୟ ବାପାଙ୍କର ଉପସ୍ଥିତିକୁ ଅନୁଭବ କରିବାକୁ.... ଆଉ ଏମିତି ସେଦିନ ବସୁ ବସୁ କେଜାଣି କାହିଁକି ମନକୁ କିଛି ଚାଲି ଆସିଲା ଆଉ ଲେଖୁ ଲେଖୁ ଲେଖି ଦେଲି କିଛି କାଗଜ ଉପରେ ଯାହା ମୋ ବାପାଙ୍କ ଉପରେ ଆଧାରିତ.... ଶିର୍ଷକ ଟି ହେଉଛି '' ବାପା ଥିଲ ତମେ କେତେ ଅପଣାର '' ବାପା ତମେ ଥିଲ କେତେ ଆପଣାର.... ହସ ଦେଇ ଲୁହକୁ କରିଲ ...













































































































Comments
Post a Comment